1 Kings 3:9 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୁଲ୍ ବାଛିବା ପାଇଁ ତୁମ୍ଭେ ମୋତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମୋତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ୟାୟ ସହିତ ଶାସନ ଓ ବିଗ୍ଭର କରିପାରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ୟାୟ କରି ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”