1 Kings 4:1 — Compare Translations
5 translations compared side by side
Odia - 1840
"ଏହିପରି ଶଲୋମନ ରାଜା ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ସାମ୍ରାଜ୍ୟ ଏହିପରି ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।