1 Kings 4:11 — Compare Translations
5 translations compared side by side
Odia - 1840
"ସମୁଦାଯ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧିନ ଥିଲା। ସେ ଶଲୋମନଙ୍କର କ୍ଯା ଟାଫତକୁ ବିବାହ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ଶଲୋମନଙ୍କର କନ୍ୟା ଟାଫତ୍ ତାହାର ଭାର୍ଯ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦାୟ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧୀନ ଥିଲା। ସେ ଶଲୋମନଙ୍କର କନ୍ୟା ଟାଫତକୁ ବିବାହ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।