1 Kings 4:12 — Compare Translations

5 translations compared side by side

Odia - 1840
"ତାନକ୍ ଓ ମାଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ମହୋଲା ଓ ୟଗୂମିଯାମ ପାରି ପର୍ୟ୍ଯନ୍ତ ସର୍ତ୍ତନ ନିକଟବର୍ତ୍ତୀ ୟିଷ୍ରିଯଲେ ତଳେ ଥିବା ସମସ୍ତ ବୈଥ୍-ଶାନ ରେ ଅହୀଲୂଦର ପୁତ୍ର ବାନା ରାଜ୍ଯପାଳ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନ୍ ଠାରୁ ଆବେଲ୍ମ-ହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବୈଥ୍-ଶାନ୍ରେ ଅହୀଲୂଦର ପୁତ୍ର ବାନା ।
Odia Bible ERV 2004 (ପବିତ୍ର ବାଇବଲ)
ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ ମହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମସ୍ତ ବୈଥ୍-ଶାନରେ ଅହୀଲୂଦର ପୁତ୍ର ବାନା ରାଜ୍ୟପାଳ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
Odia IRV 2017 (ଓଡିଆ ବାଇବେଲ)
ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।