1 Kings 4:13 — Compare Translations

5 translations compared side by side

Odia - 1840
"ବିନ୍-ଗବରରୋମାେତ୍-ଗିଲିଯଦର ଶାସକ ଥିଲେ। ମନଃଶିର ପୁତ୍ର ୟାଯୀରର ଗିଲିଯଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅର୍ ଗୋବ ଅଞ୍ଚଳ ରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ବିନ୍-ଗେବର ରାମୋତ୍-ଗିଲିୟଦର ଶାସକ ଥିଲେ। ମନଃଶିର ପୁତ୍ର ଯାୟୀରର ଗିଲିୟଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅ‌ର୍‌ଗୋବ ଅଞ୍ଚଳରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
Odia IRV 2017 (ଓଡିଆ ବାଇବେଲ)
ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;