1 Kings 4:15 — Compare Translations

5 translations compared side by side

Odia - 1840
"ନପ୍ତାଲି ରେ ଅହୀମାସ୍ ଶାସକ ଥିଲେ ୟିଏ କି ଶଲୋମନଙ୍କର କନ୍ଯା ବାସମତ୍କୁ ବିବାହ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲିରେ ଅହୀମାସ୍ ଶାସକ ଥିଲେ ଯିଏ କି ଶଲୋମନଙ୍କର କନ୍ୟା ବାସମ‌ତ୍‌କୁ ବିବାହ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।