1 Kings 4:19 — Compare Translations
5 translations compared side by side
Odia - 1840
"ଇମାରେୀୟମାନଙ୍କ ରାଜା ସୀହାନରେ ଓ ବାଶନର ରାଜା ଓଗର ଗିଲିଯଦ ଦେଶ ରେ ଊରିର ପୁତ୍ର ଗବରେ; ସେ ଦେଶ ରେ ସେ ଏକମାତ୍ର ଦଶାେଧ୍ଯକ୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲିୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।