1 Kings 4:2 — Compare Translations

5 translations compared side by side

Odia - 1840
"ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ଯ ଶାସନ ରେ ସାହାୟ୍ଯ କରୁଥିଲେ। ସମାନେେ ସାଦୋକର ପୁତ୍ର ଯାଜକ ଅସରିଯ ପୁତ୍ରଗଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ତାଙ୍କର ଅଧିପତି ଥଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ୟ ଶାସନରେ ସାହାଯ୍ୟ କରୁଥିଲେ। ସେମାନେ ସାଦୋକର ପୁତ୍ର ଯାଜକ ଅସରିୟ ପୁତ୍ରଗଣ ଥିଲେ। ଯଥା: ସାଦୋକର ପୁତ୍ର ଅସରିୟ ଯାଜକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।