1 Kings 4:20 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଓ ଯିହୁଦା ରେ ବହୁ ଲୋକ ଥିଲେ। ସମାନେେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅକଳନ ଥିଲେ। ମାତ୍ର ସମାନେେ ୟଥେଷ୍ଟ ଖାଦ୍ୟ ପାନୀଯ ସହିତ ସୁଖ ରେ କାଳାତିପାତ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ଯିହୁଦାରେ ବହୁ ଲୋକ ଥିଲେ। ସେମାନେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅସଂଖ୍ୟ ଥିଲେ। ମାତ୍ର ସେମାନେ ଯଥେଷ୍ଟ ଖାଦ୍ୟ ପାନୀୟ ସହିତ ସୁଖରେ କାଳାତିପାତ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।