1 Kings 4:21 — Compare Translations
5 translations compared side by side
Odia - 1840
"ଶଲୋମନ ଇଉଫ୍ ରଟେିଶ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ୟ୍ଯନ୍ତ ସମସ୍ତ ରାଜ୍ଯ ଉପରେ ଶାସନ କଲେ। ଏହି ଦେଶଗୁଡିକ ଶ ଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ଵ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ଶାସନ କଲେ। ଏହି ଦେଶଗୁଡ଼ିକ ଶଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।