1 Kings 4:22 — Compare Translations
5 translations compared side by side
Odia - 1840
"ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜୀ,
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ: 30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
Odia IRV 2017 (ଓଡିଆ ବାଇବେଲ)
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,