1 Kings 4:23 — Compare Translations
4 translations compared side by side
Odia - 1840
"30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।