1 Kings 4:24 — Compare Translations

5 translations compared side by side

Odia - 1840
"ଶଲୋମନ ତିପ୍ସହଠାରୁ ଘସା ପର୍ୟ୍ଯନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡିକ ଉପରେ ଶାସନ କଲେ। ତାଙ୍କ ରାଜ୍ଯର ଚତୁର୍ଦ୍ଦିଗର ସୀମା ରେ ଶାନ୍ତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ପୁଣି ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତି‌‌‌‌ପ୍‌‌‌‌ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।