1 Kings 4:25 — Compare Translations
5 translations compared side by side
Odia - 1840
"ଶଲୋମନଙ୍କ ରାଜତ୍ବ କାଳ ରେ ଦାନଠାରୁ ବରେଶବୋ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ମୂଳ ରେ ନିରାପଦ ରେ ଅବସ୍ଥାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ରାଜତ୍ୱ କାଳରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।