1 Kings 4:26 — Compare Translations
5 translations compared side by side
Odia - 1840
"ଶଲୋମନଙ୍କର ରଥଗୁଡିକ ନିମନ୍ତେ 4,000 ଅଶ୍ବଶାଳା ଓ 12,000 ଅଶ୍ବାରୋହୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ଵଶାଳା ଓ ବାର ସହସ୍ର ଅଶ୍ଵାରୋହୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ରଥଗୁଡ଼ିକ ନିମନ୍ତେ 4000 ଅଶ୍ୱଶାଳା ଓ 12,000 ଅଶ୍ୱାରୋହୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।