1 Kings 4:27 — Compare Translations
5 translations compared side by side
Odia - 1840
"ପ୍ରତି ମାସ ସହେି ବାର ଜଣ ରାଜ୍ଯପାଳମାନଙ୍କ ମଧ୍ଯରୁ ଜଣେ ଶଲୋମନ ରାଜା ଦ୍ବାରା ନିୟୁକ୍ତି ହେଲେ। ରାଜାଙ୍କର ସହେିମାନଙ୍କ ପାଇଁ ଯେଉଁମାନେ ଖାଇବା ଟବେୁଲ୍ ରେ ଅଂଶ ନେଲେ, ସମାନଙ୍କେ ପାଇଁ ଖାଦ୍ୟଦ୍ରବ୍ଯ ଯୋଗଇଲେ। ସମାନେେ କିଛି ଊଣା ନକରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ମାସ ସେହି ବାର ଜଣ ରାଜ୍ୟପାଳମାନଙ୍କ ମଧ୍ୟରୁ ଜଣେ ଶଲୋମନ ରାଜା ଦ୍ୱାରା ନିଯୁକ୍ତି ହେଲେ। ରାଜାଙ୍କର ସେହିମାନଙ୍କ ପାଇଁ ଯେଉଁମାନେ ଖାଇବା ଟେବୁଲ୍ରେ ଅଂଶ ନେଲେ, ସେମାନଙ୍କ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। ସେମାନେ କିଛି ଊଣା ନ କରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।