1 Kings 4:28 — Compare Translations

5 translations compared side by side

Odia - 1840
"ସହେି ଶାସକଗଣ ସମାନଙ୍କେର କର୍ତ୍ତବ୍ଯ ଅନୁସାରେ ଦ୍ରୁତଗାମୀ ଅଶ୍ବଗୁଡିକୁ ବାର୍ଲି ଓ କୁଟା ଯୋଗଇଲେ। ଆଉ ମଧ୍ଯ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜ ନିରୂପିତ କର୍ମାନୁସା ରେ ଅଶ୍ବ ଦ୍ରୁତଗାମୀ ବାହନଗୁଡିକ ପାଇଁ ଅଧ୍ଯକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ଵ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।