1 Kings 4:29 — Compare Translations

5 translations compared side by side

Odia - 1840
"ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପରମେଶ୍ଵର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଜ୍ଞାନ ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।