1 Kings 4:30 — Compare Translations
5 translations compared side by side
Odia - 1840
"ପୂର୍ବ ଦେଶୀଯ ଓ ମିଶରୀଯ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବ ଦେଶୀୟ ଓ ମିଶରୀୟ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।