1 Kings 4:31 — Compare Translations

5 translations compared side by side

Odia - 1840
"ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ସେ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାଯୀଯ ଏଥନ୍ ଓ ମାହୋଲର ପୁତ୍ର ହମେନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ୟଶ ସମସ୍ତ ଦେଶର ଗ୍ଭରିଆଡେ ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍‍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କ‌ଲ୍‌‌‌କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।