1 Kings 4:32 — Compare Translations
5 translations compared side by side
Odia - 1840
"ତାଙ୍କ ଜୀବନ କାଳ ମଧିଅରେ ସେ 3,000 ନୀତିକଥା ଓ 1,005 ଗୀତ ରଚନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ଜୀବନ କାଳ ମଧ୍ୟରେ ସେ 3000 ନୀତିକଥା ଓ 1005 ଗୀତ ରଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।