1 Kings 4:33 — Compare Translations

5 translations compared side by side

Odia - 1840
"ସେ ପ୍ରକୃତି ସମ୍ବନ୍ଧ ରେ ମଧ୍ଯ ବହୁକଥା ଜାଣିଲେ। ସେ ଲିବା ନୋନର ଏରସ ବୃକ୍ଷ ବିଷଯ ରେ ଓ ପ୍ରାଚୀର ରେ ଜନ୍ମିଥିବା ଏସୋବ ତୃଣ ବିଷଯ ରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉ ରୋଗାମୀ ପ୍ରାଣୀ ଓ ମତ୍ସ୍ଯମାନଙ୍କର ବିଷଯ ରେ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରକୃତି ସମ୍ବନ୍ଧରେ ମଧ୍ୟ ବହୁକଥା ଜାଣିଲେ। ସେ ଲିବାନୋ‌ନ୍‌ର ଏରସ ବୃକ୍ଷ ବିଷୟରେ ଓ ପ୍ରାଚୀରରେ ଜନ୍ମିଥିବା ଏସୋବ ତୃଣ ବିଷୟରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ବିଷୟରେ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।