1 Kings 4:34 — Compare Translations

5 translations compared side by side

Odia - 1840
"ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷଯ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷଯ ରେ ଶୁଣିଲେ, ସମାନଙ୍କେର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସମାନଙ୍କେ ନିକଟରୁ ସର୍ବଦେଶୀଯ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀସ୍ଥ ଯେ ଯେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷୟରେ ଶୁଣିଲେ, ସେମାନଙ୍କର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।