1 Kings 4:5 — Compare Translations

5 translations compared side by side

Odia - 1840
"ନାଥନର ପୁତ୍ର ଅସରିଯ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ଯ ଥିଲା ଓ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜାଙ୍କ ମିତ୍ର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
Odia IRV 2017 (ଓଡିଆ ବାଇବେଲ)
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।