1 Kings 4:6 — Compare Translations

5 translations compared side by side

Odia - 1840
"ଅହୀଶାର୍ ରାଜାଙ୍କର ପ୍ରାସାଦର ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀଶାର୍ ରାଜାଙ୍କର ପ୍ରାସାଦର ଦାୟିତ୍ୱରେ ଥିଲେ। ଅ‌ବ୍‌ଦର ପୁତ୍ର ଅଦୋନୀରାମ୍ କ୍ରୀତଦାସମାନଙ୍କର ରାଜ୍ୟପାଳ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।