1 Kings 4:7 — Compare Translations
5 translations compared side by side
Odia - 1840
"ଶ ଲୋମନ ସମଗ୍ର ଇଶ୍ରାୟେଲକୁ ବାର ଭାଗ ରେ ବିଭକ୍ତ କରି ବାରଜଣ ଦଶାେଧ୍ଯକ୍ଷଙ୍କୁ ନିୟୁକ୍ତ କଲେ। ସମାନେେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗଇଲେ। ପ୍ରେତ୍ୟକକ ବର୍ଷ ମଧିଅରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ଯ ଯୋଗଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସମଗ୍ର ଇସ୍ରାଏଲକୁ ବାର ଭାଗରେ ବିଭକ୍ତ କରି ବାର ଜଣ ଦେଶାଧ୍ୟକ୍ଷଙ୍କୁ ନିଯୁକ୍ତ କଲେ। ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗାଇଲେ। ପ୍ରତ୍ୟେକ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।