1 Kings 5:1 — Compare Translations
5 translations compared side by side
Odia - 1840
"ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତବେେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦ୍ଙ୍କ ପରେ ଶ ଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହାଇେଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସୋରର ରାଜା ହୀରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୀରମ୍ର ପ୍ରିୟପାତ୍ର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଓ ହୀରମ୍ ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତେବେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦଙ୍କ ପରେ ଶଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହୋଇଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।