1 Kings 5:11 — Compare Translations
4 translations compared side by side
Odia - 1840
"ଶଲୋମନ ଏହି ସବୋ ବଦଳ ରେ 20,000 ମହଣ ଗହମ ଓ 20,000 ମହଣ ଅଲିଭତୈଳ ରାଜପ୍ରାସାଦକୁ ଦେଲେ। ଶଲୋମନ ଏହା ମୂଲ୍ଯ ରେ ଖାଦ୍ୟ ବର୍ଷ ପରେ ବର୍ଷ ହୀରମକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ହୀରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୀରମ୍କୁ ଦେଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।