1 Kings 5:14 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ଆଦୋନୀରାମ୍କୁ ଶ୍ରମିକମାନଙ୍କ ଅଧ୍ଯକ୍ଷ ରୂପେ ନିୟୁକ୍ତି କଲେ। ରାଜା ସସସ୍ତ ଲୋକମାନଙ୍କୁ ତିନି ଭାଗ ରେ ବିଭକ୍ତ କଲେ। ପ୍ରତି ଦଳ ରେ 10,000 ଲୋକ ରହିଲେ। ଏହି ଲୋକମାନେ ମା ସେ ଲଖାେଁଏ ଲିବାନୋନ ରେ ଓ ଦୁଇମାସ ଲୋଖାଁଏ ଘ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଆଦୋନୀରାମ୍କୁ ଶ୍ରମିକମାନଙ୍କ ଅଧ୍ୟକ୍ଷ ରୂପେ ନିଯୁକ୍ତ କଲେ। ରାଜା ସସସ୍ତ ଲୋକମାନଙ୍କୁ ତିନି ଭାଗରେ ବିଭକ୍ତ କଲେ। ପ୍ରତି ଦଳରେ 10,000 ଲୋକ ରହିଲେ। ଏହି ଲୋକମାନେ ମାସେ ଲେଖାଏଁ ଲିବାନୋନ୍ରେ ଓ ଦୁଇମାସ ଲେଖାଏଁ ଘରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।