1 Kings 5:18 — Compare Translations
5 translations compared side by side
Odia - 1840
"ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀଯ ଲୋକମାନେ ପଥରଗୁଡିକୁ ଖାଦେନ କଲେ। ଏହି ରୂପେ ସମାନେେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ଓ ହୀରମର ରାଜମିସ୍ତ୍ରୀ-ମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀୟ ଲୋକମାନେ ପଥର ଗୁଡ଼ିକୁ ଖୋଦନ କଲେ। ଏହିରୂପେ ସେମାନେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।