1 Kings 5:4 — Compare Translations
5 translations compared side by side
Odia - 1840
"ମାତ୍ର ଏବେ ସଦାପ୍ରଭୁ ମାରେ ପରମେଶ୍ବର ଚତୁର୍ଦ୍ଦିଗ ରେ ଶାନ୍ତି ଦଇେ ଅଛନ୍ତି। ବର୍ତ୍ତମାନ ମାରେଶତୃ କହେି ନାହାଁନ୍ତି କି ବିପଦର ଆଶଙ୍କା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ଵର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟନା କିଛି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏବେ ସଦାପ୍ରଭୁ ମୋର ପରମେଶ୍ୱର ଚତୁର୍ଦ୍ଦିଗରେ ଶାନ୍ତି ଦେଇ ଅଛନ୍ତି। ବର୍ତ୍ତମାନ ମୋର ଶତ୍ରୁ କେହି ନାହାନ୍ତି କି ବିପଦର ଆଶଙ୍କା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ସଦାପ୍ରଭୁ ମୋ’ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।