1 Kings 5:6 — Compare Translations

5 translations compared side by side

Odia - 1840
"ତେଣୁ ଏବେ ମାେ ପାଇଁ ଲିବା ନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମାରେଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗ ରେ ଥିବେ; ପୁଣି ଆପଣଙ୍କ କହିବାନୁସା ରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦବେି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ୟ୍ଯ ରେ ସୀଦୋନୀଯମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧିଅରେ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏବେ ମୋ’ ପାଇଁ ଲିବାନୋ‌ନ୍‌ରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମୋର ଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗରେ ଥିବେ; ପୁଣି ଆପଣଙ୍କ କହିବାନୁସାରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।