1 Kings 5:7 — Compare Translations
5 translations compared side by side
Odia - 1840
"ଯେତବେେଳେ ହୀରମ ଏହିକଥା ଶୁଣିଲେ ସେ ଅତ୍ଯନ୍ତ ଆନନ୍ଦିତ ହେଲେ ଓ କହିଲେ, ମୁଁ ସଦାପ୍ରଭୁଙ୍କୁ ଧନ୍ଯବାଦ ଦେଉଛି, ଯେ ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହୀରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହୀରମ୍ ଏହିକଥା ଶୁଣିଲେ ସେ ଅତ୍ୟନ୍ତ ଆନନ୍ଦିତ ହେଲେ ଓ କହିଲେ, “ମୁଁ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେଉଅଛି ଯେ, ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”