1 Kings 5:8 — Compare Translations

5 translations compared side by side

Odia - 1840
"ତା'ପରେ ହୀରମ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦବଦୋରୁ କାଠ ଦବୋପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହୀରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋʼ କତିକି ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହୀରମ୍ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, “ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦେବଦାରୁ କାଠ ଦେବା ପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋ’ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।