1 Kings 6:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ମିଶର ପରିତ୍ଯାଗ କରିବା ପରେ ଶଲୋମନଙ୍କର ଇଶ୍ରାୟେଲ ଉପରେ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ସିବ୍ ନାମକ ବର୍ଷର ଦ୍ବିତୀୟ ମାସ ରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ୟ୍ଯନ୍ତ ମନ୍ଦିର ନିର୍ମାଣ କାର୍ୟ୍ଯ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ଵିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କଲେ ଇସ୍ରାଏଲୀୟମାନେ ମିଶର ପରିତ୍ୟାଗ କରିବା ପରେ ଶଲୋମନଙ୍କର ଇସ୍ରାଏଲ ଉପରେ ରାଜତ୍ୱର ଚତୁର୍ଥ ବର୍ଷରେ ଓ ସିବ୍ ନାମକ ବର୍ଷର ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ଯ୍ୟନ୍ତ ମନ୍ଦିର ନିର୍ମାଣ କାର୍ଯ୍ୟ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।