1 Kings 6:10 — Compare Translations

5 translations compared side by side

Odia - 1840
"ସେ ମଧ୍ଯ ମନ୍ଦିର ଗ୍ଭରିପଟେ କଠାେରୀ ନିର୍ମାଣର କାର୍ୟ୍ଯ ଶଷେ କଲେ। ପ୍ରେତ୍ୟକକ ମହଲାର ଉଚ୍ଚତା ପାଞ୍ଚହାତ ଥିଲା। ଏରସ କାଠର କଡିକାଠଗୁଡିକ ମନ୍ଦିରର କାନ୍ଥକୁ ସ୍ପର୍ଶ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ଵାରା ଗୃହ ଉପରେ ସେସବୁର ଭାର ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ମନ୍ଦିର ଗ୍ଭରିପଟେ କୋଠରୀ ନିର୍ମାଣର କାର୍ଯ୍ୟ ଶେଷ କଲେ। ପ୍ରତ୍ୟେକ ମହଲାର ଉଚ୍ଚତା ପାଞ୍ଚ ହାତ ଥିଲା। ଏରସ କାଠର କଡ଼ିକାଠଗୁଡ଼ିକ ମନ୍ଦିରର କାନ୍ଥକୁ ସ୍ପର୍ଶ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।