1 Kings 6:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହବେ, ଆମ୍ଭର ସମସ୍ତ ବ୍ଯବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସା ରେ ଗ୍ଭଲିବ ତବେେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସହେି ବାକ୍ଯ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯେବେ ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହେବ, ଆମ୍ଭର ସମସ୍ତ ବ୍ୟବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଗ୍ଭଲିବ ତେବେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସେହି ବାକ୍ୟ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।