1 Kings 6:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସନ୍ତାନଗଣ ମଧିଅରେ ଆମ୍ଭେ ମନ୍ଦିର ରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପରିତ୍ଯାଗ କରିବା ନାହିାଁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସନ୍ତାନଗଣ ମଧ୍ୟରେ ଆମ୍ଭେ ମନ୍ଦିରରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣା ଇସ୍ରାଏଲର ଲୋକମାନଙ୍କୁ ପରିତ୍ୟାଗ କରିବା ନାହିାଁ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।