1 Kings 6:15 — Compare Translations
5 translations compared side by side
Odia - 1840
"ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡିକ ଏରସ କାଠର ପଟା ରେ ଆଚ୍ଛାଦିତ ହାଇେଥିଲା। ଗୋଟିଏ ବି ପଥର ଦଖାଗେଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡିକରେ ଫୁଲ ଓ ଲତାର ଛବି ଖାଦେନ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭିତରେ ଗୃହ-କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡ଼ିକ ଏରସ କାଠର ପଟାରେ ଆଚ୍ଛାଦିତ ହୋଇଥିଲା। ଗୋଟିଏ ବି ପଥର ଦେଖାଗଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦନ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।