1 Kings 6:16 — Compare Translations
5 translations compared side by side
Odia - 1840
"ସହେି ମନ୍ଦିରର ପଶ୍ଚାତ୍ ଭାଗ ରେ ଭିତରକୁ କୋଡିଏ ହାତ ର୍ଦୈଘ୍ଯର ଏକ କଠାେରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ୟ୍ଯନ୍ତ ଏରସ କାଠର ପଟା ରେ ଆଚ୍ଛାଦିତ ହେଲା। ଏହା ମଧ୍ଯ କଠାେରୀଟି ମହାପବିତ୍ରସ୍ଥାନ ନାମ ରେ କଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ଗର୍ଭାଗାର, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦିରର ପଶ୍ଚାତ୍ଭାଗରେ ଭିତରକୁ କୋଡ଼ିଏ ହାତ ଦୈର୍ଘ୍ୟର ଏକ କୋଠରୀ ନିର୍ମିତ ହେଲା ଓ ତା’ର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ହେଲା। ଏହି କୋଠରୀଟି ମହାପବିତ୍ର ସ୍ଥାନ ନାମରେ କଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।