1 Kings 6:17 — Compare Translations

5 translations compared side by side

Odia - 1840
"ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ କଠାେରୀ ମନ୍ଦିରର ମୁଖ୍ଯ ଅଂଶ ଥିଲା ଓ ଏହା ଗ୍ଭଳିଶ ହାତ ଲମ୍ବ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗୃହ, ଅର୍ଥାତ୍, ଗର୍ଭାଗାରର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ କୋଠରୀ ମନ୍ଦିରର ମୁଖ୍ୟ ଅଂଶ ଥିଲା ଓ ଏହା ଗ୍ଭଳିଶ୍ ହାତ ଲମ୍ବ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗୃହ, ଅର୍ଥାତ୍‍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗୃହ, ଅର୍ଥାତ୍‍, ମହା ପବିତ୍ର ସ୍ଥାନ ର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।