1 Kings 6:18 — Compare Translations

5 translations compared side by side

Odia - 1840
"ସହେି ଗୃହର କାନ୍ଥଗୁଡିକ ଏରସ କାଠର କଳିକା ରେ ଆଚ୍ଛାଦିତ ହେଲା ଓ ପଥର ଦଖାଗେଲାନାହିଁ। ସହେି କାନ୍ଥଗୁଡିକୁ ଆଚ୍ଛାଦନ କରିଥିବା ପଟାଗୁଡିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ଫୁଟିତ ପୁଷ୍ପ ଖୋଳିଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗୃହର କାନ୍ଥଗୁଡ଼ିକ ଏରସ କାଠର କଳିକାରେ ଆଚ୍ଛାଦିତ ହେଲା ଓ ପଥର ଦେଖାଗଲା ନାହିଁ। ସେହି କାନ୍ଥଗୁଡ଼ିକୁ ଆଚ୍ଛାଦନ କରିଥିବା ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।