1 Kings 6:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗ ରେ ଏକ କୋଠରୀ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ଗର୍ଭାଗାର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗରେ ଏକ କୋଠରୀ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।