1 Kings 6:2 — Compare Translations

5 translations compared side by side

Odia - 1840
"ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡିଏ ହାତ ଓ ଉଚ୍ଚତା ତିରିଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।