1 Kings 6:20 — Compare Translations
5 translations compared side by side
Odia - 1840
"ଏହି ଗର୍ଭାଗାରଟି କୋଡିଏ ହାତ ଦୀର୍ଘ, କୋଡିଏ ହାତ ଚଉଡା ଓ କୋଡିଏ ହାତ ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଗର୍ଭାଗାର ଭିତର କୋଡ଼ିଏ ହାତ ଦୀର୍ଘ ଓ କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଗର୍ଭାଗାରଟି କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ଚଉଡ଼ା ଓ କୋଡ଼ିଏ ହାତ ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।