1 Kings 6:22 — Compare Translations

5 translations compared side by side

Odia - 1840
"ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବଦେି ମଧ୍ଯ ସୁବର୍ଣ ରେ ଆଚ୍ଛାଦିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ଗର୍ଭାଗାରର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବେଦି ମଧ୍ୟ ସୁବର୍ଣ୍ଣରେ ଆଚ୍ଛାଦିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।