1 Kings 6:23 — Compare Translations

5 translations compared side by side

Odia - 1840
"ବଢଇମାନେେ ଜିତ କାଠ ରେ ଦଶହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବ ଦୂତଗଣ ନିର୍ମାଣ କଲେ ଓ ସହେି ପକ୍ଷବିଶିଷ୍ଟ କିରୁବ ଦୂତ ଦୁଇଟିକୁ ସହେି ମହାପବିତ୍ର ସ୍ଥାନ ରେ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବଢ଼େଇମାନେ ଜୀତ କାଠରେ ଦଶ ହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବଦୂତଗଣ ନିର୍ମାଣ କଲେ ଓ ସେହି ପକ୍ଷବିଶିଷ୍ଟ କିରୁବଦୂତ ଦୁଇଟିକୁ ସେହି ମହାପବିତ୍ର ସ୍ଥାନରେ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।