1 Kings 6:24 — Compare Translations

5 translations compared side by side

Odia - 1840
"ଉଭୟ କିରୁବ ଦୂତ ଏକା ପରି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉଭୟ କିରୁବଦୂତ ଏକା ପରି ଥିଲେ। ପ୍ରତ୍ୟେକ କିରୁବଦୂତଙ୍କର ଦୁଇଟି ଲେଖାଏଁ ପକ୍ଷ ଥିଲା। ପ୍ରତ୍ୟେକ ପକ୍ଷ ପାଞ୍ଚ ହାତ ଲମ୍ବ ଥିଲା ଓ ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଦୂରତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।