1 Kings 6:25 — Compare Translations
4 translations compared side by side
Odia - 1840
"ପ୍ରେତ୍ୟକକ କିରୁବ ଦୂତଙ୍କର ଦୁଇଟି ଲଖାଏଁେ ପକ୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।