1 Kings 6:26 — Compare Translations
4 translations compared side by side
Odia - 1840
"ପ୍ରେତ୍ୟକକ ପକ୍ଷ ପାଞ୍ଚହାତ ଲମ୍ବ ଥିଲା ଓ ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ୟ୍ଯନ୍ତ ଦଶହାତ ଦୁରତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ହିଁ ସେହିପରି ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।